BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଦଶମ, ଦ୍ବାଦଶ ଟର୍ମ-୧ ପରୀକ୍ଷା

ନୂଆଦିଲ୍ଲୀ,୮।୧୧: ସିବିଏସ୍‌ସି ଦଶମ ଓ ଦ୍ବାଦଶର ଟର୍ମ-୧ ପରୀକ୍ଷାକୁ ନେଇ ନିର୍ଦ୍ଦେଶନାମା ଜାରି ହୋଇଛି । ମଙ୍ଗଳବାର ସିବିଏସ୍‌ସି ପୋର୍ଟାଲରେ ନଭେମ୍ବର ଓ ଡିସେମ୍ବରରେ ହେବାକୁ ଥିବା ପରୀକ୍ଷା ପାଇଁ ଛାତ୍ରୀଛାତ୍ରଙ୍କ ରୋଲ ନମ୍ବର ଅପଲୋଡ଼ କରାଯିବ । ୪୫ରୁ ୫୦ ଦିନ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ ବୋଲି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପରୀକ୍ଷା ୧୧୪ଟି ବିଷୟ ଉପରେ ପରୀକ୍ଷା କରାଯାଉଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପରୀକ୍ଷା ୭୫ ଟି ବିଷୟ ଉପରେ ପରୀକ୍ଷା କରାଯିବ। ସିବିଏସ୍‌ସି ଦ୍ବାରା ନଭେମ୍ବର ୧୬ ତାରିଖରୁ ଦ୍ବାଦଶ ପରୀକ୍ଷା ଓ ନଭେମ୍ବର ୧୭ ତାରିଖରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ମାଇନର ବିଷୟର ପରୀକ୍ଷା କରାଯିବ।