BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପିଜି ନାମଲେଖା ପ୍ରକିୟା ଆରମ୍ଭ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକତ୍ତୋର (ପିଜି) ପାଠ୍ୟକ୍ରମରେ ଶୁକ୍ରବାରଠୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ମେଧା ତାଲିକା ପ୍ରକାଶ ପାଇବା ପରେ ଯୋଗ୍ୟ ବିବେଚିତ ଛାତ୍ରୀଛାତ୍ର ଶୁକ୍ରବାର ଏବଂ ଶନିବାର ନାମ ଲେଖାଇବେ। ଏହା ପରେ ଆସନ୍ତା ୨୩ ତାରିଖରେ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ତେବେ ଯେଉଁ ଛାତ୍ରୀଛାତ୍ରଙ୍କ ମେଧା ତାଲିକାରେ ଥିବ ସେମାନେ  ଆସନ୍ତା ୨୪ ଏବଂ ୨୫ ତାରିଖରେ ନାମ ଲେଖାଇ ପାରିବେ।