BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ସିଲ୍ ହେଲା ମାର୍କେଟ ବିଲ୍ଡିଂ।

ଭୁବନେଶ୍ୱର,୨୮।୪: ଲୋକେ କୋଭିଡ୍‌ ଗାଇଡ୍‌ଲାଇନ୍‌ ନ ମାନିବାରୁ ୪ ଦିନ ପାଇଁ ଭୁବନେଶ୍ୱର ମାର୍କେଟ ବିଲ୍ଡିଂକୁ ବୁଧବାର ସିଲ କରି ଦିଆଯାଇଛି। ଭୁବନେଶ୍ୱର ପୋଲିସ ଡିସିପି ଏବଂ ବିଏମ୍‌ସି ଜୋନାଲ କମିଶନରଙ୍କ ଉପସ୍ଥିତିରେ ମାର୍କେଟ ବିଲ୍ଡିଂକୁ ବନ୍ଦ କରାଯାଇଛି। ଆସନ୍ତା ସୋମବାର ମାର୍କେଟ ବିଲ୍ଡିଂ ଖୋଲାଯିବ।

ସୂଚନା ଯୋଗ୍ୟ, ବୁଧବାର ଖୋର୍ଦ୍ଧା ଜିଲାରୁ ୧୮୪୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଭୁବନେଶ୍ୱରରୁ ୧୦୪୪। ଦିନିକୁ ଦିନ ଭୁବନେଶ୍ୱରରେ କରୋନା ସଂକ୍ରମଣ ଉପରମୁହିଁ ହେବାରେ ଲାଗିଛି। ଅନ୍ୟପକ୍ଷେ ମାର୍କେଟ ବିଲ୍ଡିଂରେ ଲୋକେ କରୋନା କଟକଣା ମାନୁ ନାହାନ୍ତି। ଫଳରେ ବିଏମ୍‌ସି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।