BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

୩୧ରୁ ସାଂସଦର ବଜେଟ ଅଧିବେଶନ

ନୂଆଦିଲ୍ଲୀ,୧୩।୧: ସଂସଦର ବଜେଟ ଅଧିବେଶନ ଜାନୁୟାରୀ ୩୧ରୁ ଆରମ୍ଭ ହୋଇ ଏପ୍ରିଲ ୬ ଯାଏ ଚାଲିବ। ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ବସିବ । ଚଳିତ ବର୍ଷ ମୋଟ୍‌ ୨୭ଟି କାର୍ଯ୍ୟ ଦିବସ ରହିଛି। ଏନେଇ ଶୁକ୍ରବାର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି। ତେବେ ବଜେଟ ଅଧିବେଶର ଦ୍ୱିତୀୟ ଦିନ ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୩-୨୪ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ।