BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଏଥର ଶତପ୍ରତିଶତ ସିଲାବସରେ ପରୀକ୍ଷା ଦେବେ +୨ ଛାତ୍ରଛାତ୍ରୀ

ଭୁବନେଶ୍ବର: ଚଳିତ ବର୍ଷଠାରୁ +୨ରେ ଶତ ପ୍ରତିଶତ ସିଲାବସରେ ପାଠପଢ଼ା ଓ ପରୀକ୍ଷା ହେବ। ୧୦୦% ସିଲାବସ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ୨୦୨୩ରେ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀମାନେ ୧୦୦% ସିଲାବସ ପଢ଼ିବେ। ତେବେ ୨୦୨୨ରେ ଫେଲ ହୋଇଥିବା ଛାତ୍ରଛାତ୍ରୀ ପୁରୁଣା ସିଲାବସରେ ୨୦୨୩ରେ ପରୀକ୍ଷା ଦେବେ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।