ଖେଳାଳିଙ୍କ କଠିନ ପରିଶ୍ରମ ଓ ସାଧନା ବିଶ୍ୱ ଦରବାରରେ ଓଡ଼ିଶାକୁ ଦେଇଛି ସ୍ୱତନ୍ତ୍ର ପରିଚୟ
ଭୁବନେଶ୍ୱର : ଆନ୍ତର୍ଜାତୀୟ କ୍ରୀଡ଼ା ମାନଚିତ୍ରରେ ଓଡ଼ିଶାର ଗୌରବ ବୃଦ୍ଧି କରିଥିବା ରାଜ୍ୟର ଚାରିଜଣ ପ୍ରତିଭାବାନ କ୍ରୀଡ଼ାବିତ୍ଙ୍କୁ ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ମାନିତ କରାଯାଇଛି। କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି କ୍ରୀଡ଼ାବିତ୍ମାନଙ୍କୁ ସେମାନଙ୍କର…