BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆଜିଠାରୁ ପାଳିତ ହେବ ସାଧାରଣତନ୍ତ୍ର ଦିବସ

ନୂଆଦିଲ୍ଲୀ, ୨୩ ।୧: ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସକୁ ନେଇ କେନ୍ଦ୍ର ସରକାର ୨ଟି ମହତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି । ଏବେ ସାଧାରଣତନ୍ତ୍ର ଦିବସ ସମାରୋହ ୨୪ ଜାନୁୟାରୀ ପରିବତ୍ତେ ୨୩ ଜାନୁୟାରୀରୁ ପାଳନ କରାଯିବ । ୨୩ ଜାନୁୟାରୀ ନେତାଜି ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତି । ଏହାସହ ଏହି ସମାରୋହ ୩୦ ଜାନୁୟାରୀ ପର୍ଯ୍ୟନ୍ତ ଆୟୋଜନ କରାଯିବ । କିନ୍ତୁ ମୁଖ୍ୟ ସମାରୋହ ୨୬ ଜାନୁୟାରୀରେ ହେବ । ସେହିପରି ଫ୍ଲାଇଫାଷ୍ଟ ସକାଳ ୧୦ଟା ପରିବର୍ତ୍ତେ ସାଢେ ୧୦ଟାରେ ଆରମ୍ଭ କରାଯିବ । ପରେଡ ସମୟରେ ପରିବର୍ତ୍ତନର ମୁଖ୍ୟ କାରଣ ହେଉଛି ଭିଜିବିଲିଟି ।
ସୂଚନାଯୋଗ୍ୟ, ଏଥର କରୋନା ମହାମାରୀକୁ ନଜରରେ ରଖି ୨୬ ଜାନୁୟାରୀ ସମାରୋହରେ କୌଣସି ବିଦେଶି ଅତିଥିଙ୍କୁ ନିମନ୍ତ୍ରଣ କରାଯାଇ ନ ଥିବା ବେଳେ ଅଳ୍ପ ସଂଖ୍ୟକ ଦର୍ଶକଙ୍କୁ ସାମିଲ କରାଯିବାର ଯୋଜନା ପ୍ରସ୍ତୁତ କରାଯାଇଛି ।