BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରାଜ୍ୟରୁ ମାସ୍କ ପିନ୍ଧିବା କଟକଣା ହଟିନାହିଁ

ଭୁବନେଶ୍ୱର,୧୯।୪(ବ୍ୟୁରୋ) : କୋଭିଡ୍‌ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ମାସ୍କ ପିନ୍ଧିବା କଟକଣା ରାଜ୍ୟରୁ ହଟି ନାହିଁ। ସମସ୍ତଙ୍କୁ ମାସ୍କ ପିନ୍ଧିବାକୁ କୁହାଯାଇଛି, ଭିଡ଼ ସ୍ଥାନକୁ ଗଲେ ମାସ୍କ ଜରୁରୀ ବୋଲି ସେ କହିଛନ୍ତି।

ଆହୁରି ମଧ୍ୟ କହିଛନ୍ତି ଯେ, ଦିଲ୍ଲୀ ଓ ଅନ୍ୟ ରାଜ୍ୟରେ ପରିସ୍ଥିତି ଜଟିଳ କିନ୍ତୁ ଆମ ରାଜ୍ୟର ସ୍ଥିତ ଭଲ ଅଛି । ରାଜ୍ୟରେ ଦୈନିକ ସଂକ୍ରମଣ ୧୦ ରୁ ୨୦ ମଧ୍ୟରେ ରହୁଛି। ଦରକାର ପଡିଲେ ନୂଆ ଷ୍ଟ୍ରାଟେଜି ଲାଗୁ ପାଇଁ ଜିଲାପାଳଙ୍କୁ କୁହାଯାଉଛି ।ବର୍ତ୍ତମାନର ସ୍ଥିତିକୁ ଦେଖିଲେ କୋଭିଡ୍‌ର ଚତୁର୍ଥ ଲହର କହିହେବ ନାହିଁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।