BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଆଜି ରିଲିଜ ହେବ ହିରୋପନ୍ଥି ୨

ବଲିଉଡ୍‌ ଷ୍ଟାର୍‌ ଟାଇଗର ଶ୍ରଫ ଏବଂ ତାରା ସୁତାରିଆଙ୍କ ଅଭିନୀତ ଫିଲ୍ମ ‘ହେରୋପନ୍ଥି- ୨’ ଶୁକ୍ରବାର ରିଲିଜ୍‌ ହେବାକୁ ଯାଉଛି। ଅହମ୍ମଦ ଖାନଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମକୁ ପ୍ରମୋଶନ ପାଇଁ ସମସ୍ତେ ଲାଗି ପଡିଛନ୍ତି। ବର୍ତ୍ତମାନ ଫିଲ୍ମର ଗୀତଗୁଡ଼ିକ ମଧ୍ୟ ରିଲିଜ୍‌ ହୋଇସାରିଛି । ତେବେ ଫିଲ୍ମର ଷ୍ଟାର୍‌କାଷ୍ଟ ଆଶୀର୍ବାଦ ପାଇବା ପାଇଁ ମୁମ୍ବାଇର ଏକ ଦରଘାରେ ପହଞ୍ଚିଥିଲେ। ତେବେ ଏହି ଫିଲ୍ମକୁ ଦେଖିବାକୁ ଦର୍ଶକ ଉତ୍ସାହର ସହ ଅପେକ୍ଷା କରିଛନ୍ତି। ଟିକେଟ୍‌ ମଧ୍ୟ ଆଡଭାନ୍ସ ବୁକିଂ ହୋଇସାରିଛି। ଏକ ରିପୋର୍ଟ ଅନୁଯାୟୀ ଆଡଭାନ୍ସ ଟିକେଟ୍‌ ବୁକିଂରେ ପ୍ରାୟ ୩ କୋଟି ଟଙ୍କା ଆୟ କରିସାରିଥିବା ଜଣାପଡିଛି।