BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପଦ୍ମ ପୁରସ୍କାର ଆବେଦନ ପାଇଁ ସମୟ ବଢିଲା

ନୂଆଦିଲ୍ଲୀ, ୬ା୫: ପଦ୍ମ ପୁରସ୍କାର ୨୦୨୩ ନିମନ୍ତେ ଆସନ୍ତା ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ଅନ୍‌ଲାଇନରେ ନୋମିନେଶନ ବା ନାଁ ସୁପାରିସ୍‌ କରାଯାଇପାରିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଆସନ୍ତା ବର୍ଷ ସାଧାରଣତନ୍ତ୍ର ଦିବସ ଅବସରରେ ଘୋଷଣା ହେବାକୁ ଥିବା ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଏବଂ ପଦ୍ମଶ୍ରୀ ପୁରସ୍କାର ପାଇଁ ମେ ୧ରୁ ନୋମିନେଶନ ପ୍ରକ୍ରିୟା ଆରମ୍ଭ ହୋଇଛି। କଳା, ସାହିତ୍ୟ, ଶିକ୍ଷା, ଖେଳ, ଇଞ୍ଜିନିୟରିଂ, ପବ୍ଲିକ୍‌ ଆଫାୟର୍ସ, ସିଭିଲ ସର୍ଭିସ, ବାଣିଜ୍ୟ ଆଦି ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ କରିଥିବା ବ୍ୟକ୍ତି ବିଶେଷଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଥାଏ।