BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କଟକର ନୂଆ ଡିସିପି ଭାବେ ପିନାକ ମିଶ୍ର ଆସନ୍ତାକାଲି ଦାୟିତ୍ଵ ନେବେ

କଟକ, ୮।୫: କଟକର ନୂଆ ଡିସିପି ଭାବେ ପିନାକ ମିଶ୍ର ସୋମବାର ଦାୟିତ୍ୱ ଗ୍ରହଣ କରିବେ। ସେ ଗତ ଗୁରୁବାରଠାରୁ ବ୍ରହ୍ମପୁର ଏସ୍‌ପି ଦାୟିତ୍ୱରୁ ଛୁଟି ନେଇସାରିଛନ୍ତି । ରବିବାର ସେ କଟକରେ ପହଞ୍ଚିବେ । ପର ଦିନ ୯ ତାରିଖରେ ସେ ଦାୟିତ୍ୱଭାର ଗ୍ରହଣ କରିବେ ।
ନୂତନ ଡିସିପିଙ୍କୁ ସ୍ବାଗତ ପାଇଁ ସମସ୍ତ ପ୍ରସ୍ତୁତି ହୋଇଛି । ଦାୟିତ୍ୱ ଗ୍ରହଣ ପରେ ସେ ପୋଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବେ । ପରେ ରାଜ୍ୟ ମୁଖ୍ୟାଳୟ ଓ କଟକରେ ଥିବା ଅନ୍ୟ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି। ପରେ ଏକ ବୈଠକ ହେବ ବୋଲି ସ୍ଥିର କରାଯାଇଛି ।