BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଆସନ୍ତାକାଲି ଭୁବନେଶ୍ୱରରେ ସରକାରୀ କାର୍ଯ୍ୟାଳୟ ଅଧା ଦିନ ଛୁଟି

ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଦ୍ବିତୀୟାର୍ଦ୍ଧରେ ଭୁବନେଶ୍ବରରେ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଭୁବନେଶ୍ବର ମହାନଗର ନିଗମ ଅନ୍ତର୍ଗତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ।

ରାଜସ୍ବ ଓ ମାଜିଷ୍ଟ୍ରେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ) ଛୁଟି ରହିବ। ଅତ୍ୟଧିକ ଭିଡ଼ ଓ ଟ୍ରାଫିକ ସମସ୍ୟା ଆଶଙ୍କାରେ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।