BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ରାଜଭବନରେ ସ୍ୱାଧୀନତା ଦିବସ ପାଳିତ, ଆରକ୍ଷୀ ବାହିନୀ ପକ୍ଷରୁ ରାଷ୍ଟ୍ରୀୟ ସଲାମି ପ୍ରଦାନ

ଭୁବନେଶ୍ୱର: ରାଜଭବନରେ ୭୯ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ରାଜ୍ୟପାଳଙ୍କ କମିଶନର-ତଥା-ଶାସନ ସଚିବ ରୂପା ରୋଶନ ସାହୁ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଆରକ୍ଷୀ ବାହିନୀ ପକ୍ଷରୁ ରାଷ୍ଟ୍ରୀୟ ସଲାମି ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ରାଜଭବନର ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇଥିଲେ।