BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

୩୦୦ ଏମସ୍ କର୍ମଚାରୀ କରୋନା ପଜିଟିଭ

ଭୁବନେଶ୍ୱର,୧୭/୧ : ରାଜ୍ୟ ତଥା ଦେଶରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସେହିପରି ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢି ଚାଲିଛି। ରାଜ୍ୟରେ ସଂକ୍ରମଣ ୧୦ ହଜାର ଅତିକ୍ରମ କରୁଥିବା ବେଳେ ଦେଶରେ ଲକ୍ଷାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି।
ତେବେ ରାଜଧାନୀ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନକୁ ଆବଦ୍ଧାଞ୍ଚଳ ଘୋଷଣା କରାଯାଉଛି। ତେବେ ସାଧାରଣ ଲୋକଙ୍କ ସହ ଡାକ୍ତର, ମେଡିକାକାଲ କର୍ମଚାରୀ ମଧ୍ୟ ସଂକ୍ରମିତ ହେଉଛନ୍ତି। ଭୁବନେଶ୍ୱର ଏମସରେ ୩୦୦ରୁ ଅଧିକ ଡାକ୍ତର,ନର୍ସ,ପାରାମେଡିକାଲ କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଜାନୁଆରୀ ୧ ରୁ ଆଜି ଯାଏଁ ୩୦୦ରୁ ଅଧିକ କର୍ମଚାରୀ ଆକ୍ରାନ୍ତ ହୋଇଥିବା ନେଇ ଏମସ ପକ୍ଷରୁ ସୂଚନା ମିଳିଛି।