BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କାଲିଠାରୁ ଦୁବାଇକୁ ଉଠିବ ବିମାନ

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ଓଡ଼ିଶା ଦିବସ ଅବସରରେ ରାଜ୍ୟବାସୀଙ୍କୁ ନୂତନ ବିମାନ ସେବା ଭେଟି ଦେଇଛନ୍ତି ରାଜ୍ୟ ସରକାର। ଏଣିକି ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ିବା ନେଇ ଶୁକ୍ରବାର ୫ଟି ସଚିବ ଭି.କେ. ପାଣ୍ଡିଆନ୍‌ ଘୋଷଣା କରିଛନ୍ତି। ଏହି ବହୁ ପ୍ରତୀକ୍ଷିତ ବିମାନ ଉଡ଼ାଣ ନିମନ୍ତେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକେଟ ବୁକିଂର ଶୁଭାରମ୍ଭ କରିବେ। ତେବେ ମେ’ ୧୫ରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଭୁବନେଶ୍ୱରରୁ ଦୁବାଇକୁ ପ୍ରଥମ ବିମାନ ଉଡ଼ିିବ। ସେହିପରି ଦୁବାଇ ପରେ ଖୁବଶୀଘ୍ର ସିଙ୍ଗାପୁର ଓ ବ୍ୟାଙ୍କକ୍‌ ମଧ୍ୟରେ ବିମାନ ସେବା ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି।