BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଇଡିର ବ୍ୟବସାୟୀଙ୍କୁ ଜେରା, ଅର୍ଚ୍ଚନା ନାଗ ଘଟଣା

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲା ରୋଚକ ହେବାରେ ଲାଗିଛି। ଏହାକୁ ନେଇ ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ତନାଘନା ଚଳାଇଛି। ଏହି ପରିପ୍ରେକ୍ଷୀରେ ଅର୍ଚ୍ଚନାଙ୍କ ବ୍ୟବସାୟୀ ଅମୀୟକାନ୍ତ ଦାସ ମଙ୍ଗଳବାର ଇଡି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ଅର୍ଚ୍ଚନା ଏବଂ ତାଙ୍କ ସ୍ବାମୀ ଜଗବନ୍ଧୁଙ୍କ ଆକାଉଣ୍ଟକୁ ୧୦ ଲକ୍ଷ ଟଙ୍କା ପଠାଇଥିଲେ ଅମୀୟକାନ୍ତ। ତେବେ ଅମିୟକାନ୍ତ ଏତେ ଟଙ୍କା କାହିଁକି ପଠାଇଥିଲେ। ତାହାକୁ ନେଇ ଇଡି ପଚରାଉଚରା କରିବ ବୋଲି ଜଣାପଡିଛି।