ଭୁବନେଶ୍ବର: ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ନିଯୁକ୍ତ ହେଲେ ବବିତା ପାତ୍ର। ୩ ବର୍ଷ ପାଇଁ ନିଯୁକ୍ତି ଦେଲେ ରାଜ୍ୟ ସରକାର । ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା ସହ ଶିଶୁ ସୁରକ୍ଷା ଆୟୋଗରେ ଆଉ ୬ ସଦସ୍ୟ ସ୍ଥାନ ପାଇଛନ୍ତି। ସେମାନଙ୍କ ମଧ୍ଯରେ ଅଛନ୍ତି-ସୁକେଶୀ ଓରାମ, କଳ୍ପନା ଲେଙ୍କା, ଚନ୍ଦନା ଦାସ , କସ୍ତୁରୀ ମିଶ୍ର, ମନସ୍ମିତା ଖୁଣ୍ଟିଆ, ସୁଜାତା ନାୟକ ।
BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”