BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ନୀଳାଦ୍ରି ବିହାର ଆବାସିକ ସ°ଘରେ ସାଧାରଣତନ୍ତ୍ର ଦିବସ ପାଳିତ।

ଭୁବନେଶ୍ୱର,୨୬/୧(ଓଡ଼ିଆ ନ୍ୟୁଜ): ନୀଳାଦ୍ରି ବିହାର ଆବାସିକ ସ°ଘ ପକ୍ଷରୁ ୭୨ ତମ ସାଧାରଣତନ୍ତ୍ର ଦିବସ ଆବାସିକ ପଡିଆ ଠାରେ ପାଳିତ ହୋଇଯାଇଛି। ସ°ଘର ସଭାପତି ଶ୍ରୀଧର ସାହୁ ଓ ଉପଦେଷ୍ଟା ତଥା ବରିଷ୍ଠ ଆଇନଜୀବୀ ମନମୋହନ ପଟ୍ଟନାୟକ ମିଳିତଭାବେ ପତାକା ଉତ୍ତୋଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମିହିର ମିଶ୍ର, ରବିନାରାୟଣ ପଣ୍ଡା, ଅରୁଣ ଦାସ ପ୍ରମୁଖ ଯୋଗଦେଇ ସାଧାରଣତନ୍ତ୍ର ଦିବସର ତାତ୍ପର୍ଯ୍ୟ ସମ୍ବନ୍ଧରେ ବକ୍ତବ୍ୟ ରଖିଥିଲେ। ସ°ଘର ସମ୍ପାଦକ ଦେବେନ୍ଦ୍ର ପାତ୍ର ସଭା ପରିଚାଳନା କରିଥିବାବେଳେ କୋଷାଧ୍ୟକ୍ଷ ଅରୁଣ ଦେ ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ଆବାସିକ ସ°ଘର ସମସ୍ତ କର୍ମକର୍ତ୍ତା, କଲୋନୀର ବୁଦ୍ଧିଜୀବୀ, ବରିଷ୍ଠ ନାଗରିକ ଓ ମହିଳାମାନେ ଉପସ୍ଥିତ ଥିଲେ।