BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ମିଶନ କେୟାର ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ କରୋନା ସଚେତନତା ଓ ମାସ୍କ ବଣ୍ଟନ।

ଭୁବନେଶ୍ୱର,୧୦/୫(ଓଡ଼ିଆ ନ୍ୟୁଜ): ଭୁବନେଶ୍ୱରରେ କରୋନା ସ°କ୍ରମଣ ଦ୍ରୁତ ଗତିରେ ବଢି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ମିଶନ କେୟାର ଫାଉଣ୍ଡେସନ ତରଫରୁ ଭୁବନେଶ୍ବର ଉପକଣ୍ଠ ରଘୁନାଥପୁର ଗ୍ରାମ,ଭଗବାନପୁର ସାହିରେ କରୋନା ସଚେତନତା ଓ ମାସ୍କ ବଣ୍ଟନ କରାଯାଇଛି। ଟ୍ରଷ୍ଟର ସଦସ୍ୟ ଚିନ୍ମୟୀ ଦାସ,ମନୋଜ କୁମାର ଦାସ, ସୁଚିସ୍ମିତା ବେହେରା,ରଶ୍ମିତା ପଣ୍ଡା,ସୁବାଷ ବେହେରା, ପ୍ରଦୀପ୍ତ ଜେନା,ରାଧା ଦାସ, ଏବଂ ସ୍ୱେଛ୍ଛାକର୍ମୀ ଦୁଷ୍ମନ୍ତ ସାସ୍ମଲ, ସୁକାନ୍ତ ଜେନା , ମିଥୁନ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।