BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଝାରପଡା ଜେଲରେ ୯୬ କଏଦୀ ପଜିଟିଭ।

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଝାରପଡ଼ା ଜେଲ୍‌ରେ ୯୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଜେଲ୍‌ ଷ୍ଟାଫ୍‌ ଏବଂ କଏଦୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

୧୯୫ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯୬ ଜଣଙ୍କର ପଜିଟିଭ୍‌ ବାହାରିଥିବା ଜେଲ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସେମାନଙ୍କୁ ଆଇସୋଲେଶନରେ ରଖାଯାଇଛି। ଜେଲ୍‌ ଡାକ୍ତର ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି।