BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଦୁଇଦିନ ବର୍ଷା, ବଢିବ ଶୀତ

ଭୁବନେଶ୍ବର,୯/୧୩(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଶ୍ରୀଲଙ୍କା ଉପକୂଳ ମଧ୍ୟ ଦେଇ ଉତ୍ତର ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ନିମ୍ନ ଚାପରେଖା ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାର ମଧ୍ୟମ ଧରଣ ବର୍ଷା ହୋଇପାରେ। ଆଜି ବିଭିନ୍ନ ଜିଲାରେ ରାତି ତାପମାତ୍ରା ହ୍ରାସ ପାଇଛି। ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୧୧.୫ ଡିଗ୍ରୀ ଥିବାବେଳେ ଟିଟିଲାଗଡରେ ୧୪.୮ ଡିଗ୍ରୀ, ଫୁଲବାଣୀରେ ୧୫ ଡିଗ୍ରୀ ଏବଂ ବଲାଙ୍ଗିରରେ ୧୪.୨ ଡିଗ୍ରୀ ରହିଛି । ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନ‌େର ରାତି ତାପମାତ୍ରା ସ୍ବାଭାବିକରୁ ୩ରୁ ୪ ଡିଗ୍ରୀ ତଳକୁ ଖସିବ।