BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଏଲପିଟିମ୍ ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର,୨୬/୧ : ଓଡ଼ିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଲେଡି ପ୍ରୋଟେକ୍ଟ ଟିମ୍ ପକ୍ଷରୁ ପବିତ୍ର ୭୩ ତମ ସାଧାରଣତନ୍ତ୍ର ଦିବସ ଚନ୍ଦ୍ରଶେଖରପୁର ହାଉସି° ବୋର୍ଡ କଲୋନୀ ଦୁର୍ଗା ପଡିଆ ଠାରେ କୋଭିଡ କଟକଣା ମଧ୍ୟରେ ପାଳିତ ହୋଇଯାଇଛି। ଏଲପିଟିମର ସଭାପତି ରମାକାନ୍ତ ସ୍ବାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉପଦେଷ୍ଟା ତଥା ବରିଷ୍ଠ ଆଇନଜୀବୀ ସମରେନ୍ଦ୍ର ସାହୁ ପତାକା ଉତ୍ତୋଳନ କରିଥିଲେ। ସମ୍ପାଦକ ଅନିରୁଦ୍ଧ ଲେଙ୍କା ଟିମର ବିଭିନ୍ନ ସାମାଜିକ କାର୍ଯ୍ୟ ଊପରେ ଆଲୋଚନା କରିବା ସହିତ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ସମସ୍ତ ସଦସ୍ୟ, ସଦସ୍ୟା ଉପସ୍ଥିତ ଥିଲେ।