BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବାତ୍ୟା ପରେ ବନ୍ୟା ବଢାଉଛି ଲୋକଙ୍କ ଦୁର୍ଦ୍ଦଶା।

ଭଦ୍ରକ ,୨୮ା୫: ୟାସ୍‌ ପ୍ରଭାବରେ ଭଦ୍ରକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପବନ ପରେ ଏବେ ବିପତ୍ତି ଆଣିଛି ବନ୍ୟା। ବୈତରଣୀରେ ବନ୍ୟା ଆସିବା ଯୋଗୁ ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକର ବହୁ ପଞ୍ଚାୟତର ଅନେକ ଗାଁ ଜଳମଗ୍ନ ହୋଇଛି। ଭଣ୍ଡାରିପୋଖରୀ ମାଳଦା ନିକଟ ଶରତା ପୋଲ ଉପରେ ୫ ଫୁଟର ପାଣି ଚାଲୁଥିବାରୁ, ଭଣ୍ଡାରିପୋଖରୀ – ଯାଜପୁର ଟାଉନକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଆଖୁଆପଦାଠାରେ ବୈତରଣୀର ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ଏଠାରେ ଜଳସ୍ତର ୧୮.୯୦ ମିଟରରେ ପ୍ରବାହିତ ହେଉଛି। ବନ୍ୟା ଜଳ କମୁଥିବାରୁ ଲୋକମାନେ ଆଶ୍ୱସ୍ତ ରହିଛନ୍ତି। ଏହି ବନ୍ୟା ଯୋଗୁ ଦୁଇଟି ବ୍ଲକର ବହୁ ତଳି ଅଞ୍ଚଳ ଜଳମଗ୍ନ ହୋଇଛି। ପ୍ରଶାସନ ପକ୍ଷରୁ ଧାମନଗର ବ୍ଲକରେ ଦୁଇଟି ଓଡ୍ରାଫ୍‌ ଓ ଭଣ୍ଡାରିପୋଖରୀରେ ଗୋଟିଏ ଓଡ୍ରାଫ୍‌ ଟିମ୍‌ ମୁତୟନ ହୋଇଛନ୍ତି।