BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

୨୪ ରୁ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର : ନଭେମ୍ବର ୨୪ରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଚଳିତ ଶୀତକାଳୀନ ଅଧିବେଶନରେ ମୋଟ୍‌ ୩୩ଟି କାର୍ଯ୍ୟ ଦିବସ ରହିବ। ଏହି ଅଧିବେଶନର ପ୍ରଥମ ଦିନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅତିରିକ୍ତ ବଜେଟ୍‌ ଆଗତ କରିବେ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ବିଧାନସଭା ପରିଚାଳନା ପାଇଁ ବାଚସ୍ପତି ଖୁବ୍‌ଶୀଘ୍ର ସର୍ବଦଳୀୟ ବୈଠକ ଡକାଇ ପାରନ୍ତି ବୋଲି ସୂଚନାରୁ ଜଣାପଡ଼ିଛି।