BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଏହିସବୁ ରାଜ୍ୟରେ ମାଡୁଛି ବାର୍ଡଫ୍ଲୁ।

ନୂଆଦିଲ୍ଲୀ :  ମତ୍ସ୍ୟ, ପଶୁପାଳନ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟ କହିଛି, ବର୍ତ୍ତମାନ ସୁଦ୍ଧା ଦେଶର ୯ଟି ରାଜ୍ୟରେ ପକ୍ଷୀ ଜ୍ୱର ବା ବାର୍ଡ ଫ୍ଲୁ ବ୍ୟାପିଥିବାର ନିଶ୍ଚିତ ହୋଇଛି। ସେହି ରାଜ୍ୟଗୁଡ଼ିକ ମଧ୍ୟରେ କେରଳ, ହରିଆନା, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଛତିଶଗଡ଼, ଉତ୍ତରାଖଣ୍ଡ, ଗୁଜରାତ, ଉତ୍ତର ପ୍ରଦେଶ ଓ ପଞ୍ଜାବ ରହିଛି।ମନ୍ତ୍ରଣାଳୟ କହିଛି, ୧୨ଟି ରାଜ୍ୟରେ କୁଆ ଓ ଦେଶାନ୍ତରିତ ହୋଇ ଆସିଥିବା ପକ୍ଷୀ ଓ ବଣୁଆ ପକ୍ଷୀମାନଙ୍କଠାରେ ଏହା ଦେଖା ଦେଇଛି। ସେହି ରାଜ୍ୟଗୁଡ଼ିକ ହେଲା ମଧ୍ୟପ୍ରଦେଶ, ହରିଆନା, ମହାରାଷ୍ଟ୍ର, ଛତିଶଗଡ଼, ହିମାଚଳପ୍ରଦେଶ, ଗୁଜରାତ, ଦିଲ୍ଲୀ, ରାଜସ୍ଥାନ, ଜାମ୍ମୁ – କାଶ୍ମୀର ଓ ପଞ୍ଜାବ।