BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

୧୦ ରାଜ୍ୟରେ ବାର୍ଡଫ୍ଲୁ।

ନୂଆଦିଲ୍ଲୀ, ୩୧।୧: ଦେଶର ୧୦ ରାଜ୍ୟରେ ବାର୍ଡ ଫ୍ଲୁ ଜାରି ରହିଥିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ସେହିପରି ୧୩ ରାଜ୍ୟରେ କାଉ, ପ୍ରବାସୀ ଏବଂ ଜଙ୍ଗଲୀ ପକ୍ଷୀଠାରେ ବାର୍ଡ ଫ୍ଲୁ ଭୂତାଣୁ ଚିହ୍ନଟ ହୋଇଛି। ଏସବୁ ରାଜ୍ୟରେ ସଂକ୍ରମଣ ଆରମ୍ଭ ହୋଇଥିବା ସୂଚନା ମିଳିଛି। କେରଳ, ହରିୟାଣା, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଛତିଶଗଡ଼, ଉତ୍ତରାଖଣ୍ଡ, ଗୁଜରାଟ, ଉତ୍ତରପ୍ରଦେଶ, ପଞ୍ଜାବ ଏବଂ ଜମ୍ମୁ-କଶ୍ମୀରରେ ବାର୍ଡ ଫ୍ଲୁ ଭୂତାଣୁ ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସମ୍ପୃକ୍ତ ରାଜ୍ୟ ସରକାରଙ୍କୁ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ବାର୍ଡ ଫ୍ଲୁରୁ ଦୂରେଇ ରହିବା ଲାଗି ଚିକେନ୍‌ ଏବଂ ଅଣ୍ଡା ଖାଇବା ଉପରେ କଟକଣା ଜାରି କରାଯାଇଛି। ସେହିପରି ପ୍ରଭାବିତ କୁକୁଡ଼ା ଫାର୍ମରେ କୀଟାଣୁନାଶକ ସ୍ପ୍ରେ କରାଯାଉଛି।