BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ବିଏମସି ଅଫିସରୁ ୨୨ ପଜିଟିଭ ଚିହ୍ନଟ

ଭୁବନେଶ୍ବର ୧୩।୧: ଭୁବନେଶ୍ବର ମହାନଗର ନିଗମ ମୁଖ୍ୟ କାର୍ଯ୍ୟାଳୟରେ ପଶିଲା କରୋନା । ଗୋଟିଏ ଦିନରେ ଚିହ୍ନଟ ହେଲେ ୨୨ କୋଭିଡ୍ ସଂକ୍ରମିତ । ବୁଧବାର ହୋଇଥିବା ଟେଷ୍ଟିଂରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ସଂକ୍ରମିତ ଚିହ୍ନଟ ହେବା ପରେ ବିଏମସି କାର୍ଯ୍ୟାଳୟରେ ସର୍ବସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି । କାର୍ଯ୍ୟାଳୟର ଅନ୍ୟ କର୍ମଚାରୀଙ୍କର ଟେଷ୍ଟିଂ କରାଯିବା ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୦୧୬୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୪୩୪୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୮୭୩୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୪୦୩୬୬୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

.