BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବିଏମସି ଭେଣ୍ଡିଙ୍ଗ ଜୋନ କମିଟିରେ କର୍ପୋରେଟର ଜୟନ୍ତୀ ସାହୁଙ୍କୁ ଦାୟିତ୍ୱ

ଭୁବନେଶ୍ୱର ; ଭୁବନେଶ୍ୱର ମହାନଗର ନିଗମ ଭେଣ୍ଡିଙ୍ଗ ଜୋନ୍ କମିଟିରେ ଏକମାତ୍ର କର୍ପୋରେଟର ଭାବେ ୧୨ ନମ୍ବର ଓାର୍ଡର କର୍ପୋରେଟର ଜୟନ୍ତୀ ସାହୁଙ୍କୁ ମିଳିଛି ନୂଆ ଦାୟିତ୍ୱ । ବିଏମସି କମିଶନର ବିଜୟ ଅମୃତ କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏକ ୧୨ ଜଣିଆ ଭେଣ୍ଡିଙ୍ଗ ଜୋନ କମିଟି ଗଠନ କରାଯାଇଛି । ଏଥିରେ କମିଶନର ଅଧ୍ୟକ୍ଷ ରହିଥିବା ବେଳେ ଅନ୍ୟ ୧୧ ଜଣଙ୍କ ମଧ୍ୟରେ ଭୁବନେଶ୍ୱର ଡିସିପି ପ୍ରତିକ ସିଂ, ମହାନଗର ଯୋଜନାକାରୀ ଅଧିକାରୀ ଲିଙ୍ଗରାଜ ପଟ୍ଟନାୟକ, ଖୋର୍ଦ୍ଧା ଜିଲ୍ଲା ଜାତୀୟ ସ୍ତରୀୟ ବ୍ୟାଙ୍କର ପରିଚାଳକ କିମ୍ବା ତାଙ୍କ ପ୍ରତିନିଧି, ୧୨ ନମ୍ବର ଓାର୍ଡ କର୍ପୋରେଟର ଜୟନ୍ତୀ ସାହୁ,କଳିଙ୍ଗ ନଗର ଆବାସିକ ସଂଘର ସଭାପତି ଡଃ ସୁଶାନ୍ତ କୁମାର ଦାସ, ସିଏଫଆର ଏନଜିଓର ମୁଖ୍ୟ ପ୍ରତିନିଧି, ଓ ବିଭିନ୍ନ ଭେଣ୍ଡିଙ୍ଗ ଜୋନର ମୁଖ୍ୟ ଗୟାଧର ସ୍ୱାଇଁ, ମନୋଜ କୁମାର ସ୍ୱାଇଁ, ସନ୍ଧ୍ୟା ସେଠୀ, ବିଜୟ କୁମାର ଦାସ, ଧିରେନ୍ଦ୍ର କୁମାର ସ୍ୱାଇଁ ପ୍ରମୁଖ ରହିଛନ୍ତି ।