BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ନୀଳାଦ୍ରି ବିହାରରେ ଉନ୍ନତି ମୂଳକ କାର୍ଯ୍ୟର ସମୀକ୍ଷା କଲେ ବଏମସିି କନିଶନର

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମର ୮ ନମ୍ବର ଓାର୍ଡ ଅନ୍ତର୍ଗତ ନୀଳାଦ୍ରି ବିହାର ସେକ୍ଟର ୧ ଓ ୨ କଲୋନୀରେ ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ବିଏମସି କମିଶନର ବିଜୟ ଅମୃତ କୁଳାଙ୍ଗେ । ଆଜି ସକାଳ ସାତ ଟାରେ ନୀଳାଦ୍ରି ବିହାରରେ ପହଞ୍ଚି ସରସ୍ୱତୀ ଶିଶୁ ମନ୍ଦିର ପଛ ପଟେ ନିର୍ମାଣ ହେବାକୁ ଥିବା ଭେଣ୍ଡିଙ୍ଗ ଜୋନ୍ ଓ ରାମ ମନ୍ଦିର ସମ୍ମୁଖରେ ମିନି ପାର୍କ କାର୍ଯ୍ୟର ସମୀକ୍ଷା କରିଥିଲେ । ଏକି କାର୍ଯ୍ୟକ୍ରମରେ କମିଶନରଙ୍କ ସହିତ ଅରୁଣ କୁମାର ପଟ୍ଟନାୟକ, ମୁଖ୍ୟ ଯନ୍ତ୍ରୀ ହୃଷିକେଶ ସାହୁ ଓ ବିଜେଡି ଜିଲ୍ଲା ସାଧାରଣ ସମ୍ପାଦକ ମନୋଜ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।