BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଅନନ୍ତ ଚରଣଙ୍କ ପୁସ୍ତକ ଅନନ୍ତ ଭଜନ ଲୋକାର୍ପିତ

ଭୁବନେଶ୍ୱର,– ଶିରିଡି ସାଇ ସନ୍ଥ ଜରାଶ୍ରମ ପକ୍ଷରୁ ରଘୁନାଥପୁର ସ୍ଥିତ ଜରାଶ୍ରମ ପରିସରରେ ପିତୃ ଦିବସ ପାଳିତ ହୋଇଯାଇଛି । ଜରାଶ୍ରମରେ ରହୁଥିବା ବୃଦ୍ଧ ମାନଙ୍କୁ ସକାଳୁ ପୂଜାର୍ଚନା କରାଯାଇ ସୁସ୍ୱାଦୁ ଖାଦ୍ୟ ପରିବେଶଣ କରାଯାଇଥିଲା । ଆଶ୍ରମର ଟ୍ରଷ୍ଟି ବିଜୟ କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ,ବିଜେଡି ନେତା ସୁବାସ ପାତ୍ର, ପୂର୍ବତନ ଜିଲ୍ଲା ପରିଷଦ କୁନାଲ ରାଉତ, ୧୨ ନମ୍ବର ଓାର୍ଡ କର୍ପୋରେଟର ଜୟନ୍ତୀ ସାହୁ, ଆଇନଜୀବୀ ସମରେନ୍ଦ୍ର ସାହୁ,ବରିଷ୍ଠ ମୁରବୀ ରବିନ୍ଦ୍ର ପାତ୍ର,ବିଜେଡି ଜିଲ୍ଲା ସମ୍ପାଦକ ପ୍ରଶନ୍ନ କୁମାର ସାହୁ,ଭଗବାନ ଦାସ ପ୍ରମୁଖ ଯୋଗଦେଇ ବୃଦ୍ଧ,ବୃଦ୍ଧା ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଏହି ଅବସରରେ ଅନନ୍ତ ଚରଣ ପଟ୍ଟନାୟକଙ୍କ ରଚିତ ଭକ୍ତି ଗୀତ ପୁସ୍ତକ ଅନନ୍ତ ଭଜନ ଲୋକାର୍ପିତ ହୋଇଥିଲା । ଶେଷରେ ସୁକାନ୍ତ ରାଉତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।