BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କରୋନା ପାଇଁ ବନ୍ଦ ହେବ ବସ୍ ସେବା।

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପୁଛି। ତେଣୁ ନୂଆପଡ଼ାରୁ ପଡୋଶୀ ରାଜ୍ୟ ଛତିଶଗଡ଼କୁ ବନ୍ଦ ହୋଇପାରେ ବସ୍‌ ସେବା। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର।
ରାଜ୍ୟରେ ପୁଣିଥରେ କରୋନା ନିଜର କାୟା ବିସ୍ତାରେ କରୁଥିବା ବେଳେ ସୀମାବର୍ତ୍ତୀ ଜିଲା ଚିନ୍ତା ବଢ଼ାଉଛି। ବିଶେଷ କରି ନୂଆପଡ଼ା ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କର ଛତିଶଗଡ଼ ଲିଙ୍କ ଥିବା କଣ୍ଟାକ୍ଟ ଟ୍ରେସିଂରୁ ଜଣାପଡ଼ିଛି। ତେଣୁ ଏହାକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଏପରି କଡ଼ା ପଦକ୍ଷେପ ନିଆଯିବ ବୋଲି ଘୋଷଣା କରାଯାଇଛି।