BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

୨୧ରୁ ବଢିବ ଓମ୍ପଫେଡ କ୍ଷୀର ଦର

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ ଓମ୍‌ଫେଡ କ୍ଷୀର ଦର ବୃଦ୍ଧି ପାଇବ । ଲିଟର ପିଛା ୨ ଟଙ୍କା ବୃଦ୍ଧି ପାଇବ ବୋଲି ସଂସ୍ଥା ପକ୍ଷରୁ କୁହାଯାଇଛି। ଚାଷୀଙ୍କ ଦାବି ଓ ଦୁଗ୍ଧ ଉତ୍ପାଦନ ଖର୍ଚ୍ଚ ବୃଦ୍ଧିକୁ ଦୃଷ୍ଟିରେ ରଖି ସଂସ୍ଥା ପକ୍ଷରୁ ଦାମ ବଢାଯାଇଛି । ଓମ୍‌ଫେଡ ଗୋଲ୍ଡ ଓ ପ୍ରିମିୟମ କ୍ଷୀରର ଦର ୫ଶହ ମିଲିଲିଟରକୁ ୨୪ ଟଙ୍କା ରଖାଯାଇଥିବା ବେଳେ ଟୋନଡ କ୍ଷୀରର ମୂଲ୍ୟ ୨୧ଟଙ୍କା ରଖାଯାଇଛି । ତେବେ ଆସନ୍ତା ୨୧ରୁ ନୂଆ ଦର ଲାଗୁ ହେବା ନେଇ ସଂସ୍ଥା ପକ୍ଷରୁ କୁହାଯାଇଛି ।