BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଏଲପିଟିମ୍ ପକ୍ଷରୁ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ।

ଭୁବନେଶ୍ୱର : ଭୁବନେଶ୍ୱରର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଏଲପିଟିମ୍ ପକ୍ଷରୁ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଚନ୍ଦରଶେଖରପୁର ହାଉସି° ବୋର୍ଡ କଲୋନୀ ସ୍ଥିତ ଦୁର୍ଗା ପଡିଆ ଠାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବରିଷ୍ଠ ଆଇନଜୀବୀ ତଥା ଟିମର ଉପଦେଷ୍ଟା ସମରେନ୍ଦ୍ର ସାହୁ ପତାକା ଉତ୍ତୋଳନ କରିଥିଲେ। ଟିମର ସମ୍ପାଦକ ଅନିରୁଦ୍ଧ ଲେଙ୍କା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଟିମର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।