BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରାଜ୍ୟ କ୍ୟାବିନେଟରେ ନିଯୁକ୍ତି ପାଇଁ ନୂଆ ଅଧିନିୟମ

ଭୁବନେଶ୍ୱର : ରାଜ୍ୟ ସରକାର ଆଜି କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏଥିରେ ରଜ୍ୟରେ ସବ-ଇନସ୍ପେକ୍ଟର ନିଯୁକ୍ତି ନେଇ ନୂଆ ଅଧିନିୟମ-୨୦୨୩ ଆଣିବାକୁ ନିଷ୍ପତ୍ତି ହୋଇଛି। ନୂଆ ନିୟମ ଆସିଲେ ପୂର୍ବରୁ ଥିବା ଅଧିନିୟମକୁ ସମାପ୍ତ କରିଦିଆଯିବ ବୋଲି ଆଜି ରାଜ୍ୟ କ୍ୟାବିନେଟ୍ରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।
ଏହା ସହ ଓଡ଼ିଶା ଜଙ୍ଗଲ ସେବା କ୍ୟାଡରର ପୁନର୍ଗଠନ କରିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଛି। ତା ସହିତ ଜିପିଏଫ ଅଧିନିୟମ-୧୯୩୮ର ସଂଶୋଧନ, ଅବକାରୀ ମନ୍ତ୍ରାଳୟରେ ସହାୟକ, ବରିଷ୍ଠ ସହାୟକ ଓ ସେକ୍ସନ ଅଫିସରଙ୍କ ନିଯୁକ୍ତି ନେଇ ନୂଆ ସର୍ତ୍ତାବଳୀକୁ ଲାଗୁ କରିବାକୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି।