BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କ୍ୟାବିନେଟରେ ୧୫ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର,୨୪।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ବୈଠକରେ ମୋଟ୍‌ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୨୦୨୩-୩୩ ପର୍ଯ୍ୟନ୍ତ ହକି ଟିମ ପାଇଁ ଓଡ଼ିଶା ପ୍ରାୟୋଜକ ରହିବ । ଏ ସଂପର୍କିତ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି। ଏଥିସହ ୬ ଲେନ ବିଶିଷ୍ଟ କଟକ ରିଙ୍ଗ ରୋଡ ଆହୁତ ଟେଣ୍ଡରକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି । ସେହିପରି ଓଡ଼ିଶା ଇଭି ପଲିସି-୨୦୨୧ର ସଂଶୋଧନ, ବିଦ୍ୟୁତ ବଣ୍ଟନ କମ୍ପାନୀଙ୍କୁ ଆର୍ଥିକ ସହାୟତା ଓ ଓବିସି କମିଶନ ସଂଶୋଧନ ଅଧ୍ୟାଦେଶକୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି।