BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ମେ ୪ ରୁ ସିବିଏସ ଇ ପରୀକ୍ଷା।

ନୂଆଦିଲ୍ଲୀ,୧/୧(ଓଡ଼ିଆ ନ୍ୟୁଜ)-ମେ’ ୪ରୁ ଆରମ୍ଭ ହେବ ସିବିଏସ୍‌ଇ ବୋର୍ଡ ପରୀକ୍ଷା। ଏ ନେଇ ଗୁରୁବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଘୋଷଣା କରିଛନ୍ତି। ମାର୍ଚ୍ଚ୧ରୁ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେବ। ଜୁଲାଇ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ। ସେହିପରି ଜୁନ ୧୦ ସୁଦ୍ଧା ପରୀକ୍ଷା ସାରିବାକୁ ଲକ୍ଷ୍ୟ ରଖାଯାଇଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ପ୍ରକାଶ କରିଛନ୍ତି।