BREAKING
ଓଡ଼ିଶାରେ ପ୍ରାଗୈତିହାସିକ ସଭ୍ୟତାର ପଦଚିହ୍ନ: ମିଳିଲା ଆଦିମ ମଣିଷ ବସବାସର ପ୍ରମାଣ, ବଦଳିଯିବ କି ପୂର୍ବ ଭାରତର ଇତିହାସ?‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସ

ପ୍ରବଳ ବର୍ଷରେ ଘର ଭାଙ୍ଗି ୯ ମୃତ୍ୟୁ

ଚେନ୍ନାଇ,୧୯।୧୧: ତାମିଲନାଡୁର ଭେଲୋର ଜିଲା ପେରନାମବେଟରେ ଶୁକ୍ରବାର ପ୍ରବଳ ବର୍ଷାରେ ଘର ଭାଙ୍ଗି ଗୋଟିଏ ପରିବାରର ୯ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୮ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ପେରନାମବେଟରେ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ଅଗ୍ନିଶମ ଓ ଉଦ୍ଧାରକାରୀ କର୍ମଚାରୀ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ।

ମୃତକଙ୍କ ମଧ୍ୟରେ ଚାରିଜଣ ମହିଳା, ଚାରି ଶିଶୁ ଏବଂ ଜଣେ ପୁରୁଷ ରହିଛନ୍ତି। ତେବେ ପରିବାର ସମସ୍ତେ ଶୋଇଥିବା ସମୟରେ ପ୍ରବଳ ବର୍ଷା ହେତୁ ଘର ଭୁଶୁଡି ପଡିଥିଲା। ମୃତଦେହ ଗୁଡିକୁ ବ୍ୟବଚ୍ଛେଦ ପାଇଁ ସରକାରୀ ଡାକ୍ତରଖାନାକୁ ପଠାଯାଇଥିବା ଜଣାପଡିଛି।