BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ନଭେମ୍ବର ୨୪ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର : ଆସନ୍ତାକାଲି ସୋମବାର ସକାଳ ୧୦. ୩୦ ସମୟରୁ ଭୁବନେଶ୍ୱର ୟୁନିଟ ୨ ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ) ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜନଶୁଣାଣି କରିବେ l

ଗତ ସେପ୍ଟେମ୍ବର ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ କରିଥିଲେ, ଏହି ଶୁଣାଣି ସେମାନଙ୍କ ପାଇଁ ଉଦ୍ଦିଷ୍ଟ l ସେମାନଙ୍କୁ ଆଉ ପୁନଃ ପଞ୍ଜୀକରଣର ଆବଶ୍ୟକତା ନାହିଁ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି l