BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଚିଲିକାରେ ଆଜିଠାରୁ ପକ୍ଷୀ ଗଣନା

ଖୋର୍ଦ୍ଧା,୩।୧: ଚିଲିକାର ଅତିଥି ସାଜିଥିବା ଦେଶୀ-ବିଦେଶୀ ପକ୍ଷୀଙ୍କ ଗଣନା କରାଯିବ । ମଙ୍ଗଳବାର ସକାଳ ୬ଟାରୁ ୧୧ଟା ସମୟ ପର୍ଯ୍ୟନ୍ତ ଏହି ପକ୍ଷୀ ଗଣନା କରାଯିବ । ସେନେଇ ସୋମବାର ଗଣନାକାରୀମାନଙ୍କୁ ଟ୍ରେନିଂ ଦିଆଯାଇଛି । ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ବାଲୁଗାଁ-ଚନ୍ଦ୍ରାପୁଟ ସ୍ଥିତ ଆଦ୍ର ଭୂମି ପରୀକ୍ଷଣ ସେଣ୍ଟର ପରିସରରେ ପକ୍ଷୀ ବିଶେଷଜ୍ଞମାନେ ଗଣନାକାରୀଙ୍କୁ ପ୍ରଶିକ୍ଷଣ ଦେଇଛନ୍ତି ।