BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ଚାଲିଛି ରାଷ୍ଟ୍ରପତି ନିର୍ବାଚନ, ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୧୮।୭(ବ୍ୟୁରୋ) : ଦେଶର ୧୫ ତମ ରାଷ୍ଟ୍ରପତି ଚୟନ ପାଇଁ ମତଦାନ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନରେ ମତଦାନ କରିଛନ୍ତି। ଏହି ଭୋଟିଂ ପ୍ରକ୍ରିୟାରେ ମୋଟ ୪୮୦୦ ନିର୍ବାଚିତ ଏମ୍‌ପି ଏବଂ ବିଧାୟକ ଅଂଶଗ୍ରହଣ କରୁଛନ୍ତି। ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ୨୭ ରାଜନୈତିକ ଦଳର ସମର୍ଥନ ରହିଛି। ବିରୋଧି ଦଳଙ୍କ ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନାଙ୍କୁ ୧୪ ଟି ଦଳର ସମର୍ଥନ ରହିଛି। ସେ ପ୍ରାୟ ୩.୬୨ ଲକ୍ଷ ଭୋଟ ପାଇବେ ବୋଲି ଆଶା କରାଯାଉଛି।