BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ପ୍ରଥମ ହକି ବିଶ୍ବକପ୍ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଆ ନ୍ୟୁଜ): ଆସନ୍ତା ବର୍ଷ ଜାନୁୟାରୀ ୧୩ରୁ ଓଡ଼ିଶାରେ ଆରମ୍ଭ ହେବ ହକି ବିଶ୍ୱକପ୍‌। ଏଥିଲାଗି ଦର୍ଶକ ଭାବେ ପ୍ରଥମ ଟିକେଟ୍‌ କିଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହକି ଇଣ୍ଡିଆ ଅଧ୍ୟକ୍ଷ ଦିଲୀପ ତିର୍କି ବୁଧବାର ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଟିକେଟ ଦେଇଛନ୍ତି। ଟିକେଟ୍‌କୁ ପାଇ ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିଛନ୍ତି। ଏଥିସହ ସାରା ବିଶ୍ୱ ହକି ବିଶ୍ୱକପ୍‌ ଦେଖିବା ଲାଗି ଅପେକ୍ଷା କରି ରହିଛି ବୋଲି କହିଛନ୍ତି। ତେବେ ହକି ବିଶ୍ୱକପ୍‌ ୧୩ରେ ଆରମ୍ଭ ହୋଇ ଜାନୁୟାରୀ ୨୯ରେ ଶେଷ ହେବ। ପ୍ରଥମ ଦିନ ଇଂଲଣ୍ଡ ଏବଂ ଓ୍ବେଲ୍ସ, ଇଣ୍ଡିଆ ଏବଂ ସ୍ପେନ୍‌ ମଧ୍ୟରେ ମୁକାବିଲା ଅନୁଷ୍ଠିତ ହେବ।