BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ହୋଲିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଏହି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ଲେଖିଛନ୍ତି, ପବିତ୍ର ଦୋଳ ପୂର୍ଣ୍ଣିମା ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ପ୍ରଭୁ ଶ୍ରୀ ଦୋଳଗୋବିନ୍ଦଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ପରିପୂର୍ଣ୍ଣ ହେଉ।