BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରାଷ୍ଟ୍ରପତିଙ୍କ ଆଶୁ ଆରୋଗ୍ୟ କାମନାକଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୩୦/୩ : ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କର ବାଇପାସ୍‌ ଅପରେସନ୍‌ କରିଥିବା ଡାକ୍ତରମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ନିମନ୍ତେ ପ୍ରାର୍ଥନା କରିଛନ୍ତି।