BREAKING
‘ଯୁଧିଷ୍ଠିର ଥିଏଟର’ର ଦ୍ୱିତୀୟ ବାର୍ଷିକ ନାଟ୍ୟୋତ୍ସବରେ ମଞ୍ଚସ୍ଥ ହେଲା ‘ଶୁକ ଶାରୀ କଥା’ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର

ମହିଳା କରୋନା ଯୋଦ୍ଧାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୯।୫(ବ୍ୟୁରୋ): ସମଗ୍ର ବିଶ୍ୱରେ ଆଜି ମାତୃ ଦିବସ ପାଳନ କରାଯାଉଛି। ଏହି ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା କରୋନା ଯୋଦ୍ଧାମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।ମୁଖ୍ୟମନ୍ତ୍ରୀ ଟୁଇଟ କରି କହିଛନ୍ତି, ‘ଓଡ଼ିଶାରେ ମାତୃ ମୃତ୍ୟୁହାର ହ୍ରାସ କରିବା ଏବଂ ନିରାପଦ ମାତୃତ୍ୱକୁ ପ୍ରୋତ୍ସାହିତ କରିବା ପାଇଁ ଆମର ଉଦ୍ୟମ ପ୍ରତିବଦ୍ଧ। ମହାମାରୀ ସମୟରେ ଆମ ସହିତ ସାଥ୍‌ ଦେଇଥିବାରୁ ଆମର ଫ୍ରଣ୍ଟ୍‌ଲାଇନ କୋଭିଡ୍‌ ଯୋଦ୍ଧା ଆଶା, ଏଏନ୍‌ଏମ୍‌ ଏବଂ ଏଡବ୍ଲ୍ୟୁଡବ୍ଲ୍ୟୁଙ୍କୁ ଅଶେଷ ଅଶେଷ ଧନ୍ୟବାଦ।