BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଅହିଂସାର ପ୍ରତୀକ ତଥା ସ୍ବାଧୀନତା ଆନ୍ଦୋଳନର ମୁଖ୍ୟ ପୁରୋଧା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କ ଅହିଂସା ମନ୍ତ୍ରକୁ ପାଥେୟ କରି ଲୋକଙ୍କ କଲ୍ୟାଣ ସହ ଦେଶକୁ ଶାନ୍ତି ଓ ମୈତ୍ରୀର ମାର୍ଗରେ ଅଗ୍ରସର କରାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଛନ୍ତି।