BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କରୋନାରେ ଯୁବ ଡାକ୍ତରଙ୍କ ମୃତ୍ୟୁ।

ଭୁବନେଶ୍ୱର, ୧୧ା୪ (ବ୍ୟୁରୋ): ରାଜ୍ୟର ବହୁ ଡାକ୍ତର ଏବେ ସଂକ୍ରମିତ। କେତେଜଣଙ୍କର ମୃତ୍ୟୁ ଘଟିଥିବାବେଳେ ରବିବାର ଆଉଜଣଙ୍କ ଜୀବନ ନେଇଛି କରୋନା। ଭୁବନେଶ୍ୱରର ଏକ ଘରୋଇ ମେଡିକାଲର ଜଣେ ଯୁବ ଡାକ୍ତରଙ୍କର କରୋନାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ଡାକ୍ତରଙ୍କ ନାମ ହୃଦାନନ୍ଦ ଭୂୟାଁ (୩୨)। ଏନେଇ ସରକାରୀସ୍ତରରେ କିଛି ସ୍ପଷ୍ଟ କରାଯାଇ ନ ଥିଲେ ମଧ୍ୟ ମିଳିଥିବା ସୂଚନାନୁସାରେ, ଡା. ଭୂୟାଁ କିଛିଦିନ ତଳେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏହା ର୍ପୂବରୁ ସେ କରୋନା ଟିକାର ଦୁଇଟି ଡୋଜ୍‌ ମଧ୍ୟ ନେଇଥିଲେ। ଏହା ସତ୍ତ୍ୱେ ତାଙ୍କର କରୋନାରେ ମୃତ୍ୟୁ ହୋଇଥିବାରୁ ଟିକାର ପ୍ରଭାବକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସେ ସିକଲସେଲ୍‌ରେ ପୀଡିତ ଥିଲେ ବୋଲି ସୂଚନା ମିଳିଛି। ଡା. ଭୂୟାଁ ଏମ୍‌କେସିଜିରେ ଏମ୍‌ବିବିଏସ୍‌ ଓ ଏସ୍‌ସିବିରେ ପିଜି ଶେଷ କରିବା ପରେ ଉକ୍ତ ଘରୋଇ ହସ୍ପିଟାଲରେ କାର୍ଯ୍ୟ କରୁଥିଲେ