BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

କରୋନା ବାୟୁ ବାହିତ ରୋଗ, ମାସ୍କ ପିନ୍ଧନ୍ତୁ

ଭୁବନେଶ୍ୱର,୮।୨(ବ୍ୟୁରୋ): କରୋନା ସଂକ୍ରମଣ ଏବେ ବଢିବ କମିବ। ଏହା ଏକ ବାୟୁ ବାହିତ ରୋଗ, ତେଣୁ ମାସ୍କ ବ୍ୟବହାର ନିହାତି ଆବଶ୍ୟକ ବୋଲି କୋଭିଡ୍‌ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, ଆଗାମୀ ମାସେ ଭିତରେ ଆମ ରାଜ୍ୟ ଭଲ ସ୍ଥିତିରେ ପହଞ୍ଚିବା ଭଳି ଲାଗୁଛି । ଏବେ ରାଜ୍ୟରେ କୋଭିଡ ରୋଗୀଙ୍କ ହସ୍ପିଟାଲ ଲାଇଜେସନ ୮ରୁ ୯ ପ୍ରତିଶତକୁ ଖସି ଆସିଛି।
ଆହୁରି ମଧ୍ୟ କହିଛନ୍ତି ଯେ, ତୃତୀୟ ଲହର ବେଳେ ଆମ ରାଜ୍ୟରେ ୧୫ % ଶିଶୁ ସଂକ୍ରମିତ ହେବେ ବୋଲି ଆକଳନ କରାଯାଇଥିଲା । ହେଲେ କିଛି ଦିନ ପାଇଁ ଏହା ୧୦ ରୁ ୨୮ %କୁ ବୃଦ୍ଧି ପାଇଥିଲା। ତୃତୀୟ ଲହରରେ ଓଡ଼ିଶାରେ ଜଣେ ୧୨ ଦିନର ଶିଶୁର ବି ମୃତ୍ୟୁ ହୋଇଛି ।