BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ଆଜି ଭୁବନେଶ୍ୱରରୁ ମାତ୍ର ୪ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର,୧୬ା୧(ଓଡ଼ିଆ ନ୍ୟୁଜ): ଆଜି ଭୁବନେଶ୍ୱରରୁ ମାତ୍ର ୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧,୭୮୪ରେ ପହଞ୍ଚିଥିବା ବେଳେ ୩୧,୩୧୮ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ୨୦୧ ଜଣ ଚିକିତ୍ସିତ ହେଉଛନ୍ତି। ତେବେ ରାଜଧାନୀରୁ କରୋନାରେ ୨୪୪ ଜଣଙ୍କ ମୃତ୍ୟୁ ହୋଇଛି।