BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ବଢୁଛି କରୋନା ମୃତକଙ୍କ ସ°ଖ୍ୟା, ଆଜି ୧୦ ମୃତ୍ୟୁ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୫୦୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ସୁନ୍ଧରଗଡ଼ ଜିଲାରୁ ୪ ଜଣ ଲେଖାଏ ରହିଥିବା ବେଳେ ଅନୁଗୋଳ ଏବଂ କନ୍ଧମାଳ ଜିଲାରୁ ଜଣେ ଲେଖାଏ ରହିଛନ୍ତି । ତେବେ ଆଜି ରାଜ୍ୟରେ ୭୪୨୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।