BREAKING
ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭାରତର ମୂଳଦୁଆ ପକାଇଥିଲେ ଜାମସେଟଜୀ ନୁସରୱାନଜୀ ଟାଟାସନ୍ଧ୍ୟା ଆକାଶରେ ଅପୂର୍ବ ଗ୍ରହ ସମାବେଶ: ଏକାସାଙ୍ଗେ ଦୃଶ୍ୟମାନ ହେବେ ୬ଟି ଗ୍ରହବର୍ଷର ପ୍ରଥମ  ଚନ୍ଦ୍ର ଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟପ୍ରକୃତ ବିକାଶ କେବଳ ଅର୍ଥନୈତିକ ଅଭିବୃଦ୍ଧି ନୁହେଁ, ଦକ୍ଷତା ଉପରେ ଆଧାରିତ: ମନ୍ତ୍ରୀସୁସ୍ଥ ଓ ବିକଶିତ ସମାଜ ଗଠନରେ ବିଜ୍ଞାନର ଭୂମିକା ଅପରିହାର୍ଯ୍ୟ“ବିଜ୍ଞାନରେ ମହିଳା: ବିକଶିତ ଭାରତର ଅନୁପ୍ରେରକ”ବରିଷ୍ଠ ଶିକ୍ଷକ ରବୀନ୍ଦ୍ର ସାହୁଙ୍କୁ ‘ଭରସା ସମ୍ମାନ’ଆଦିବାସୀ ଭାଷା ଓ ସଂସ୍କୃତିର ସୁରକ୍ଷା ପାଇଁ ଟାଟା ଷ୍ଟିଲ୍ ଫାଉଣ୍ଡେସନର ଅଭିନବ ପ୍ରୟାସସଂଯୁକ୍ତ ରାଷ୍ଟ୍ର ସଂଘରେ ସମ୍ମାନିତ ହେଲେ ଉଦ୍ୟୋଗୀ ଅରୁଣ କର“ଭାରତୀୟ ଜ୍ଞାନ ପରମ୍ପରା କେବଳ ଅତୀତର ସ୍ମୃତି ନୁହେଁ, ବରଂ ଏହା ଏକ ଜୀବନ୍ତ ବ୍ୟବସ୍ଥା”

ରାଜ୍ୟରେ ହଜାରେ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୫/୭(ବ୍ୟୁରୋ): ରାଜ୍ୟରେ ବଢ଼ି ଚାଲିଛି କରୋନା
ଆଜି ଆଉ ୧୦୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୦୯ ଜଣ ଥିଲାବେଳେ ସ୍ଥାନୀୟ ସ°କ୍ରମିତଙ୍କ ସ°ଖ୍ୟା ୪୩୪ ରହିଛି।
ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୩୩୫ ଜଣ। ବାଲେଶ୍ୱରରୁ ୨୦, ବରଗଡ ୨,ଭଦ୍ରକ ୭, ବଲାଙ୍ଗୀର ୭,ବୌଦ୍ଧ ୧୩,କଟକ ୨୦୫, ଦେଓଗଡ ୪,ଢେଙ୍କାନାଳ ୩, ଗଜପତି ୧୦,ଗଞ୍ଜାମ ୬, ଜଗତସିଂହପୁର ୨୨,ଯାଜପୁର ୧୮,ଝାରସୁଗୁଡା ୧୨,କଳାହାଣ୍ଡି ୧୦, କନ୍ଧମାଳ ୨, କେନ୍ଦ୍ରାପଡା ୧୫,କେନ୍ଦୁଝର ୬, ଖୋର୍ଦ୍ଧା ୩୩୫, କୋରାପୁଟ ୪, ମୟୁରଭଞ୍ଜ ୨୮, ନବରଙ୍ଗପୁର ୯, ନୟାଗଡ ୧୯, ନୂଆପଡା ୯, ପୁରୀ ୨୮, ରାୟଗଡା ୧,ସମ୍ବଲପୁର ୩୧,ସୋନପୁର ୩୨,ସୁନ୍ଦରଗଡ ୧୦୬,ଷ୍ଟେଟପୁଲରୁ ୭୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୭,୧୭୫କୁ ବୃଦ୍ଧି ପାଇଛି। ୧୨,୮୩,୧୬୯ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪ ହଜାର ୮୨୫ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।